ରାଜ୍ୟ

ବଦଳିଲା କରୋନା ଟିକାକରଣ ସମୟ

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢିବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଟିକାକରଣ ସମୟରେ ପରିବର୍ତ୍ତନ କରାଯାଇଛି।   ଏବେ ସକାଳ ୮ଟାରୁ ୧୨ଟା ଏବଂ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ଯାଏଁ ଟିକାକରଣ ଜାରି ରହିବ। ଏ ନେଇ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲ୍ଲାପାଳଙ୍କୁ ସୋମବାର ଚିଠି ଲେଖି ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *