ରାଜ୍ୟ

ଆସନ୍ତା କାଲିଠାରୁ ନବମ ଓ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ

ଭୁବନେଶ୍ବର : ରାଜ୍ୟ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି କ୍ରମରେ ନବମ ଓ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ କରିବାକୁ ସ୍ଥିର କରିଛନ୍ତି। ତତ୍କାଳ ଆସନ୍ତା କାଲିଠାରୁ ଏହି ନିଷ୍ପତ୍ତି ଲାଗୁ ହେବ। ସମସ୍ତ ସରକାରୀ, ଘରୋଇ ଓ ଅନୁଦାନ ପ୍ରାପ୍ତ ସ୍କୁଲ ପାଇଁ ଏହି ନିୟମ ଲାଗୁ ହେବ। କରୋନା ସଂକ୍ରମଣ ସ୍ଥିତିକୁ ଦେଖି ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଏପ୍ରିଲ ୩୦ ପର୍ଯ୍ୟନ୍ତ କ୍ଳାସ ବନ୍ଦ ରହିବ।  ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *