Month: April 2021

ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର : କରୋନା ମହାମାରୀ ସଂକ୍ରମଣ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କର ସ୍ୱାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରହିବ

Read More
ରାଜନୀତିରାଜ୍ୟ

ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି; କଂଗ୍ରେସକୁ ନୂଆ ପ୍ରାର୍ଥୀ ଦେବା ଲାଗି ୭ ଦିନ ସମୟ ମିଳିବ 

ଭୁବନେଶ୍ୱର : ଭୋଟ ଗ୍ରହଣର ତିନି ଦିନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହେବା ଯୋଗୁଁ ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି । ତେଣୁ

Read More
ରାଜ୍ୟ

୩ ହଜାର ଛୁଇଁବ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା; ସର୍ବାଧିକ ସୁନ୍ଦରଗଡ଼, ୨ମୃତ

ଭୁବନେଶ୍ୱର : ରାଜ୍ୟରେ କରୋନା ଜନିତ ସ୍ଥିତି ଭୟଙ୍କର ହୋଇଛି । ଗତ ୧୫ ଦିନରେ ୧୧ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଆଜି ଆଉ

Read More
ରାଜ୍ୟ

୪୭ ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଓଡି଼ଆ ନୂଆବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୪୭ଟି ନୂତନ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି। ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ୪୭ଟି

Read More
ବାଣିଜ୍ୟ

ଏଭର୍ ଗେିଭନ୍ ଜାହାଜ ଉପେର ୭,୫୦୦ କୋଟିର ଜୋରିମାନା

ନୂଆଦିଲ୍ଲୀ : ଭୁମଧ୍ୟସାଗର ଓ ଲୋହିତ ସାଗରକୁ ସେଂଯାଗ କରୁଥିବା ଜଳପଥ ସୁଏଜ୍ କେନାଲ୍େ‌ର ଏକ ସପ୍ତାହ ଧରି ଫସି ରହିଥିବା ଏଭର୍ ଗେିଭନ୍ ଜାହାଜ ଉପେର

Read More
ଖେଳ

ହାଇଦ୍ରାବାଦ ଆଗରେ ୧୫୦ ରନର ବିଜୟ ଲକ୍ଷ୍ୟ ରଖିଲା ବାଙ୍ଗାଲୋର

ଚେନ୍ନାଇ : ଆଜି ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ-୨୦୨୧ର ୬ଷ୍ଠ ମ୍ୟାଚରେ ହାଇଦ୍ରାବାଦ ଆଗରେ  ୧୫୦  ରନର ବିଜୟ ଲକ୍ଷ୍ୟ ରଖିଛି ବାଙ୍ଗାଲୋର ।

Read More