ରାଜ୍ୟ

କୋଭିଡ଼ ମୁକାବିଲା ପାଇଁ ବଲାଙ୍ଗୀରକୁ ଦୁଇ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କୋଭିଡ଼ ଦ୍ବିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନାଯୋଗ୍ୟ ଯେ କୋଭିଡ଼ର ପ୍ରଥମ ଲହରରେ ଗତ ବର୍ଷ ବିଭିନ୍ନ ପର୍ଯ୍ୟାୟରେ ବଲାଙ୍ଗୀର ଜିଲାକୁ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ।

Leave a Reply

Your email address will not be published. Required fields are marked *