ରାଜ୍ୟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୯ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର  : ଆଜି ସକାଳ ଠାରୁ ୬ ତାରିଖ ସକାଳ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ , ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଗୋଟିଏ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏ ନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *