ମହାନଗରରାଜ୍ୟ

ଆଜି ନନ୍ଦନକାନନ ବନ୍ଦ, ଲଗାଣ ବର୍ଷାର ପ୍ରଭାବ

ଭୁବନେଶ୍ୱର : ଲଗାଣ ବର୍ଷା କାରଣରୁ ଆଜି ନନ୍ଦନକାନନକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରିଦିଆଯାଇଛି । ନନ୍ଦନକାନନର ୪ଟି ସଫାରୀ ସମେତ ବୋଟିଂକୁ ବି ବନ୍ଦ କରିଦିଆଯାଇଛି ।ପର୍ଯ୍ୟଟକ ଓ ଜୀବଜନ୍ତୁଙ୍କ ସୁରକ୍ଷା ପାଇଁ ଆଜି ଏହାକୁ ବନ୍ଦ କରିବା ନେଇ ନିଷ୍ପତି ନିଆଯାଇଛି । ତେବେ ଲଗାଇ ବର୍ଷା କାରଣରୁ କୌଣସି ଜୀବଜନ୍ତୁଙ୍କର କୌଣସି ପ୍ରକାର ହାନି ହୋଇନାହିଁ । ସେମାନେ ସମସ୍ତେ ସୁରକ୍ଷିତ ରହିଛନ୍ତି । ଏନେଇ ନନ୍ଦନକାନନର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *