ଅପରାଧରାଜ୍ୟ

ନାବାଳିକାଙ୍କୁ ଟେକି ନେଇ, ଶେଷରେ….

ରାଇରଙ୍ଗପୁର : ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୪ ଜଣ ଗିରଫ । ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଥିଲା । ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ୪ ଜଣ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଇଟାଭାଟି ନିକଟରେ ଖେଳୁଥିବା ବେଳେ ଟେକି ନେଇ ଦୁଷ୍କର୍ମ କରିଥିଲେ । ଅଭିଯୋଗକୁ ଆଧାର କରି ୨ ନାବାଳକ ସମେତ ୪ ଜଣଙ୍କୁ ଗିରଫ କରିଛି ପୋଲିସ ।

Leave a Reply

Your email address will not be published. Required fields are marked *