ରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ସୋମବାର ସୁସ୍ଥ ହୋଇଛନ୍ତି ଆଉ ୨୪୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୩୬ ହଜାର ୭୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୮ ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *