Uncategorized

ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ,24st April,(Knews) :  ଶ୍ରୀମନ୍ଦିରରେ ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ସୋମବାର ଦଶମୀ ତିଥିରେ ଶ୍ରୀଜୀଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗ ମଣ୍ଡପ ପରେ ଆପାତତଃ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଉକ୍ତ ନୀତି ଦଇତାପତି ସେବକମାନଙ୍କ ଦ୍ୱାରା ସମ୍ପାଦିତ ହେବ।

Leave a Reply

Your email address will not be published. Required fields are marked *