ରାଜ୍ୟ

ନର୍ସମାନଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଶ୍ବ ନର୍ସିଂ ଦିବସ ଅବସରରେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଡାକ୍ତରଖାନାମାନଙ୍କରେ କାର୍ଯ୍ୟରତ ନର୍ସ ମାନଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି। ଏହି ଅବସରରେ ନବୀନ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ନିଜର ବ୍ୟକ୍ତିଗତ ସୁଖ ଦୁଃଖ କୁ ପଛରେ ପକାଇ ସେମାନେ ଯେପରି ରୋଗୀଙ୍କୁ ନିଷ୍ଠାର ସହ ସେବା ଯୋଗାଇ ଚାଲିଛନ୍ତି ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିବା ସରକାରୀ ସୂତ୍ରରୁ ପ୍ରକାଶ।

Leave a Reply

Your email address will not be published. Required fields are marked *