ରାଜ୍ୟ

ଓଡ଼ିଶାରୁ ଆଜି ୮୦୩୨ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହଇଚଇ ସୃଷ୍ଟି କରିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଜି ଆଉ ୮ ହଜାର ୩୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୭ ଲକ୍ଷ ୬୪ ହଜାର ୬୭୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୮୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୮୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *