ମହାନଗରରାଜ୍ୟ

ଭୁବନେଶ୍ୱର ୟୁନିଟ୍-୧ ହାଟ ସିଲ୍

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ୟୁନିଟ-୧ ହାଟକୁ ଆଜି ସିଲ୍ କରିଛି ବିଏମସି । ୟୁନିଟ-୧ ହାଟକୁ ବିଏମସି ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ସିଲ କରିଥିବା ସୂଚନା ମିଳିଛି । କୋଭିଡ ନିୟମ ଉଲ୍ଲଂଘନ ନେଇ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବିଏମସି । ଉଭୟ ହୋଲସେଲ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ବନ୍ଦ ରହିବ । କୋଭିଡ ସଂକ୍ରମଣ ବଢ଼ିବା ଆଶଙ୍କାରେ ବିଏମସି ପକ୍ଷରୁ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *