ରାଜ୍ୟ

ଜୁଲାଇ ୧୩ରୁ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ଭୁବନେଶ୍ୱର : ମହାପ୍ରଭୁଙ୍କ ଘୋଷଯାତ୍ରା ସମୟରେ ଗର୍ଭଗୃହର ଯାଞ୍ଚ କରାଯିବ । ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ଏଏସଆଇ) ପକ୍ଷରୁ ଶନିବାର ଏହି ସୂଚନା ପ୍ରଦାନ କରାଯାଇଛି । ଶନିବାର ଏଏସଆଇର ୫ ଜଣିଆ ଟିମ୍ ଶ୍ରୀମନ୍ଦିର ସ୍ଥିତି ଅନୁଧ୍ୟାନ କରିବା ପରେ ଏହି ଘୋଷଣା କରାଯାଇଛି । ରଥଯାତ୍ରା ସମୟରେ ଗର୍ଭଗୃହ ଯାଞ୍ଚ ସହିତ ଲେଜର ସ୍କାନିଂ କରାଯିବ ବୋଲି ଏଏସଆଇ ଅଧିକାରୀ ପ୍ରକାଶ କରିଛନ୍ତି ।

Leave a Reply

Your email address will not be published. Required fields are marked *