ରାଜନୀତିରାଜ୍ୟ

ଖୁବଶୀଘ୍ର ରାଜ୍ୟରେ ପଞ୍ଚାୟତ ନିର୍ବାଚନ, ଜାଣନ୍ତୁ କେବେ

ଭୁବନେଶ୍ୱର : ରାଜ୍ୟରେ ଖୁବଶୀଘ୍ର ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ । ଆଗାମୀ ୬ ମାସ ମଧ୍ୟରେ ପଞ୍ଚାୟତ ନିର୍ବାଚନ କରାଇବା ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର । ତେବେ ନିର୍ବାଚନ ପାଇଁ ଭୋଟର ତାଲିକା ସଂଶୋଧନ ନେଇ ରାଜ୍ୟ ସରକାର ସମସ୍ତ ତଥ୍ୟ ନିର୍ବାଚନ କମିଶନଙ୍କୁ ପ୍ରଦାନ କରିବେ ବୋଲି ଜଣାପଡ଼ିଛି । ସୂଚନା ଯୋଗ୍ୟ ଯେ, ୨୦୧୭ ମସିହା ଫେବୃଆରୀରେ ରାଜ୍ୟର ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ।

Leave a Reply

Your email address will not be published. Required fields are marked *