ମହାନଗର

ଭୁବନେଶ୍ୱରରେ ୨୫୫ ଆକ୍ରାନ୍ତ ଚିହ୍ନଟ, ୨୩୫ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ୨୫୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୬୦ଜଣ ଓ ସ୍ଥାନୀୟ ସଂକ୍ରମଣ ୧୯୫ଜଣ ରହିଛନ୍ତି। ଅନ୍ୟପଟେ ୨୩୫ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୧ହଜାର ୧୮୮ ହୋଇଥିବାବେଳେ ୯୭ହଜାର ୬୧୫ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୮୫୯ ଜଣଙ୍କର ମୃତ୍ୟୁ ଘଟିଛି ଓ ୨,୬୩୩ଜଣ ଚିକିତ୍ସିତ ହେଉଛନ୍ତି।

Leave a Reply

Your email address will not be published. Required fields are marked *