ଖେଳରାଜ୍ୟ

ଓଡ଼ିଶାରେ ପହଞ୍ଚିଲେ ପ୍ରମୋଦ ଭଗତ

ଭୁବନେଶ୍ୱର : ଓଡ଼ିଶାରେ ପହଞ୍ଚିଲେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ । ଟୋକିଓ ପାରାଲିମ୍ପିକ୍ ରେ ସ୍ୱର୍ଣ୍ଣ ପଦକ ହାସଲ କରି ସେ ଆଜି ଓଡ଼ିଶାକୁ ଫେରିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ । ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ନ୍ଧନା ଦିଆଯାଇଛି । ଗତକାଲି ମୁଖ୍ୟମନ୍ତ୍ରୀ ପ୍ରମୋଦଙ୍କ ପାଇଁ ୬ କୋଟି ଟଙ୍କା ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *