ରାଜ୍ୟ

ନଦୀରେ ବୁଡ଼ି ୨ ଭାଇ ମୃତ

ପିପିଲି : ଲୁଣା ନଦୀରେ ବୁଡ଼ି ୨ ନାବାଳକ ଭାଇ ପ୍ରାଣ ହରାଇଛନ୍ତି । କଣାସ ଧାନକେରା ପଞ୍ଚାୟତ ନାଗଣ ଗାଁରେ ଦୁଃଖଦ ଘଟଣା ଘଟିଥିବା ସୂଚନା ମିଳିଛି । ଦୁଇ ଭାଇ ମିଶି ଲୁଣା ନଦୀକୁ ଗାଧୋଇବାକୁ ଯାଇଥିବା ସମୟରେ ଭାସି ଯାଇଥିଲେ । ମୃତକଙ୍କ ମଧ୍ୟରୁ ଜଣେ ୭ ବର୍ଷର ହୋଇଥିବା ବେଳେ ଅନ୍ୟ ଜଣେ ୩ ବର୍ଷର ହୋଇଥିବା ଖବରରୁ ପ୍ରକାଶ ପାଇଛି ।

Leave a Reply

Your email address will not be published. Required fields are marked *