ରାଜ୍ୟ

୨୬ରୁ ପ୍ରବଳ ବର୍ଷିବ !

ଭୁବନେଶ୍ୱର : ଆସନ୍ତା ୨୬ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବା ନେଇ ସୂଚନା ମିଳିଛି । ଏହାର ପ୍ରଭାବରେ ୨୬ ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *