ରାଜ୍ୟ

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ମାଓ ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେବେ । ଗୃହ ମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ମାଓ ମୁକାବିଲା ନେଇ ବୈଠକ ହେବ । ୨୬ରେ ମାଓ ମୁକାବିଲା ବୈଠକ ହେବାକୁ ଥିବା ବେଳେ ଏଥିରେ ୧୦ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ । ଆସନ୍ତା ମଙ୍ଗଳବାର ଦିନ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *