ରାଜ୍ୟ

କରଞ୍ଜିଆ ଟ୍ରେଜେରୀ ଅଫିସରେ ଅଗ୍ନିକାଣ୍ଡ

କରଞ୍ଜିଆ : କରଞ୍ଜିଆ ଟ୍ରେଜେରୀ ଅଫିସରେ ଭୋର ସମୟରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ଅଫିସର କାଗଜପତ୍ର ଓ କମ୍ପ୍ୟୁଟର ପୋଡ଼ି ନଷ୍ଟ ହୋଇଛି । ବିଦ୍ୟୁତ୍ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ ।

Leave a Reply

Your email address will not be published. Required fields are marked *