Uncategorized

ଟ୍ରକ ଧକ୍କାରେ ଦୁଇ ମୃତ ଜଣେ ଗୁରୁତର: କ୍ଷତି ପୁରଣ ଦାବି, ଉତ୍ୟକ୍ତ ଲୋକଙ୍କ ପକ୍ଷରୁ ରାସ୍ତା ଅବରୋଧ

ଲମତାପୁଟ: କୋରାପୁଟ ଜିଲ୍ଲା ପାଡୁଆ ଥାନା ଚମ୍ପୁଆ ଗାଁ ନିକଟ ସଡକରେ ଏହି ଦୁର୍ଘଟଣା ଘଟିଛି । ଟ୍ରକ ଧକ୍କାରେ ଦୁଇ ମୃତ, ଜଣେ ଗୁରୁତର । ୨ ମୃତାହତଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ସେପଟେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । କ୍ଷତି ପୁରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି । ତେବେ ଏହି ରାସ୍ତା ଅବରୋଧ ଯୋଗୁଁ ନନ୍ଦପୁର-ବିଶାଖାପାଟଣା ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି । ପରିସ୍ଥିତିକୁ ଦେଖି ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି । 

Leave a Reply

Your email address will not be published. Required fields are marked *